ଭୁବନେଶ୍ୱର : ଅସହ୍ୟ ତାତି । ଛଟପଟ୍ ରାଜ୍ୟବାସୀ । ରୌଦ୍ରତାପଜନିତ ଅସୁସ୍ଥତା ମଧ୍ୟ ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ୪୯ ଜଣଙ୍କୁ ରୌଦ୍ରତାପଜନିତ କାରଣରୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିିକିତ୍ସା କରାଯାଉଛି। ସମ୍ବଲପୁରରୁ ସର୍ବାଧିକ ୪୦ ଜଣ ଅସୁସ୍ଥ ଥିବା ସୂଚନା ମିଳିଛି । ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା.ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି ।
ସୋମବାର ସାଢେ ୨ଟାରେ ଝାରସୁଗୁଡା ୪୪.୮ ଡିଗ୍ରୀ, ସମ୍ବଲପୁର ୪୨.୬, ହୀରାକୁଦ ୪୧.୮, ରାଉରକେଲା ୪୧.୨, କେନ୍ଦୁଝର ୩୭.୮, ଚାନ୍ଦବାଲି ୩୭.୬, ବାଲେଶ୍ୱର ୩୬.୨, ଭୁବନେଶ୍ୱର ୩୫.୨ ଡିଗ୍ରୀ ରେକର୍ଡ କରାଯାଇଛି ।
ବୃହସ୍ପତି ଚଳନ : ଏହି ରାଶି ହେବେ ମାଲାମାଲ୍, ଜାଣନ୍ତୁ କାହାର ହେବ ବିବାହ, କାହାର ରହିବନି ଚିନ୍ତା
କେହି ବ୍ୟବହାର କରୁଛି କି ଆପଣଙ୍କ ଆଧାରକାର୍ଡ, ଏମିତି ଚୁଟ୍କିରେ ଜାଣି ପାରିବେ..



