www.samajalive.in
Saturday, December 6, 2025
16.1 C
Bhubaneswar

୧୧ ଜିଲା ସହ ଟ୍ୱିନ୍‌ ସିଟିରେ କାଳବୈଶାଖୀ ସମ୍ଭାବନା

 

ଭୁବନେଶ୍ୱର : କିଛି ସମୟରେ ଟ୍ୱିନ୍‌ ସିଟିରେ ବର୍ଷିବ। ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ବର୍ଷା ପବନ ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଟ୍ୱିନ୍‌ ସିଟି ସହ ରାଜ୍ୟର ୧୧ ଜିଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ରାୟଗଡାରେ କାଳବୈଶାଖୀ ସମ୍ଭାବନା ରହିଛି ।

ଜୁନ୍‌ ମାସରେ ଏହି ରାଶିଙ୍କୁ ଧନୀ କରିବାକୁ ଆସୁଛନ୍ତି ଶୁକ୍ର: ଏମାନେ ହେବେ ମାଲାମାଲ୍‌, ହେବ ବିବାହ..

- Advertisement -

ଦେଖନ୍ତୁ ଭିଡିଓ ; ଅଧା ଖାଇବା ପରେ ମହିଳାଙ୍କ ଆଇସ୍‌କ୍ରିମ୍‌ରୁ ବାହାରିଲା ଝିଟିପିଟି ଲାଞ୍ଜ, ଆଉ ତା’ପରେ..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories