ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୧୩ରୁ ୧୫ ତାରିଖ ଯାଏଁ ଲାଗି ରହିବ ବର୍ଷା । ଏନେଇ ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଝାଡଖଣ୍ଡ ସଂଲଗ୍ନରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଫଳରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ୧୫ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ୧୧ ଓ … Continue reading ରାଜ୍ୟରେ ୧୫ ତାରିଖ ଯାଏଁ ବର୍ଷିବ!
Copy and paste this URL into your WordPress site to embed
Copy and paste this code into your site to embed