ଘୂର୍ଣ୍ଣିବଳୟ ସୃଷ୍ଟି, ଆଜିଠୁ ୧୩ ଯାଏ ବର୍ଷା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୯ ତାରିଖ ଅର୍ଥାତ ମଙ୍ଗଳବାରଠାରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରୁ ବର୍ଷାର ପରିମାଣ … Continue reading ଘୂର୍ଣ୍ଣିବଳୟ ସୃଷ୍ଟି, ଆଜିଠୁ ୧୩ ଯାଏ ବର୍ଷା