ଭୁବନେଶ୍ୱର : ରାଜ୍ୟରେ ଆଜି ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ କେତେକ ଅଞ୍ଚଳରେ ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, କନ୍ଧମାଳ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଆଦି ଜିଲାରେ ବର୍ଷା ହେବାର ସମ୍ଭବାନା ରହିଛି। ଅନ୍ୟ ଜିଲା ଗୁଡିକରେ ପାଗ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରାଯାଇଛି।
Popular Categories



