କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୩ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଆଇଏମଡିର ସୂଚନା ଅନୁଯାୟୀ ଜୁନ୍‌ ୧ରେ ମୌସୁମୀ ବାୟୁ କେରଳ ଛୁଇଁବାରଥିଲା । ହେଲେ ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିବା ସୂଚନା ଦିଆଯାଇଛି ।

kalyan agarbati

Comments are closed.