www.samajalive.in
Sunday, December 7, 2025
26.1 C
Bhubaneswar

ଲୁଚକାଳି ଖେଳୁଛି ମୌସୁମୀ; ରଜରେ ଭିଜିବନି ଓଡ଼ିଶା !

ଭୁବନେଶ୍ୱର: ଲୁଚକାଳି ଖେଳୁଛି ମୌସୁମୀ ବାୟୁ । ରଜ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁ ନପାରେ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ଆଇଏମଡିର କହିବା ଅନୁଯାୟୀ ରଜ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ସମ୍ଭାବନା ନାହିଁ । ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳରେ ମୌସୁମୀ ଛୁଇଁଲାଣି । ତାହା ସହ  ଦକ୍ଷିଣ ଭାରତରେ ବି ମୌସୁମୀ ଅଗ୍ରଗତି ଭତ୍ସାହ ଜନକ ଦେଖିବାକୁ ମିଳୁଛି । ହେଲେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାକୁ ମୌସୁମୀ ଛୁଇଁନପାରେ ବୋଲି କହିଛି ଆଇଏମଡି । ଖାଲି ସେତିକି ନୁହେଁ ୧୨ରୁ ୧୩ ତାରିଖ ପୂର୍ବରୁ ଓଡ଼ିଶାକୁ ମୌସୁମୀ ଆସିବାର କୌଣସି ସମ୍ଭାବନା ନାହିଁ ନାହିଁ ବୋଲି କହିଛି ବିଭାଗ । ମଳିଥିବା ସୂଚନା ଅନୁଯାୟୀ ୧୧ତାରିଖ ସୁଦ୍ଧା ରଜରେ ବର୍ଷା ହେବକି ନାହିଁ ଜଣାପଡ଼ିବ ବୋଲି କୁହାଯାଇଛି ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories