www.samajalive.in
Saturday, December 13, 2025
27.1 C
Bhubaneswar

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା; ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଲଗାତର କିଛି ଦିନର ବିରତି ପରେ ପୁଣି ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ।  ଆଜିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବା ନେଇ ଭୁବନେଶ୍ୱର ଆଞ୍ଚଳି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଗାମୀ ୪ରୁ ୫ଦିନ ଯାଏଁ ରାଜ୍ୟର ବର୍ଷା ଜାରି ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର । ଏଥିସହିତ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories