www.samajalive.in
Wednesday, December 10, 2025
18.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ; ଭିଜିବ ଓଡ଼ିଶା

ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଯାହା ଫଳରେ ଆଜିଠୁ ରାଜ୍ୟରେ ବର୍ଷା ଜାରି ରହିବ । ଲଘୁଚାପ ପ୍ରଭାବରେ ଲଗାତର ଦୁଇଦିନ ଧରି ଓଡ଼ିଶାରେ ବାର୍ଷା ହେବ । ଏଥିପାଇଁ ଆଜି ରାଜ୍ୟର ୧୧ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।

ପୃଥିବୀ ନେଉଛି ନିଃଶ୍ୱାସ; ଦେଖନ୍ତୁ ଭିଡିଓ

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories