www.samajalive.in
Saturday, December 6, 2025
16.1 C
Bhubaneswar

ମେ’ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି !

ଭୁବନେଶ୍ୱର : ବଙ୍ଗୋପସାଗରରେ ମେ’ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ପରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଏହାର ପ୍ରଭାବ ଓଡିଶା ଉପରେ ରହିବ କି ନାହିଁ ସେନେଇ କିଛି ସ୍ପଷ୍ଟ ହୋଇ ନାହିଁ।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories