ମେ’ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି !
ଭୁବନେଶ୍ୱର : ବଙ୍ଗୋପସାଗରରେ ମେ’ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ପରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଏହାର ପ୍ରଭାବ ଓଡିଶା ଉପରେ ରହିବ କି ନାହିଁ ସେନେଇ କିଛି ସ୍ପଷ୍ଟ ହୋଇ ନାହିଁ।
ଆଗାମୀ #୬ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ #ଘୁର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ଏବଂ ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ #୪୮ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ #ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି pic.twitter.com/HG4nesOQIk
— Meteorological Centre, Bhubaneswar (@mcbbsr) May 2, 2023
Comments are closed.