www.samajalive.in
Sunday, December 7, 2025
23.1 C
Bhubaneswar

ଆହୁରି ୪ ରୁ ୫ ଦିନ ବିଭିନ୍ନ ଜିଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ପ୍ରଭାବରେ ପ୍ରବଳ ଖରା ତାତିରୁୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। ଆହୁରି ୪ ରୁ ୫ ଦିନ ବିଭିନ୍ନ ଜିଲାରେ କାଳବୈଶାଖୀ ଲାଗି ରହିବ। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ପକ୍ଷରୁ ଆଜି ସୂଚନା ମିଳିଛି। ଗୁରୁଚାପ ବଳୟ ପ୍ରଭାବରେ କାଳବୈଶାଖୀ ଦେଖାଦେଉଛି। ଆଗକୁ ୪/୫ ଦିନ ଏଭଳି କାଳବୈଶାଖୀ ଲାଗି ରହିବ। ବର୍ତ୍ତମାନ ସ୍ୱାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ତାପମାତ୍ରା କମ ରହୁଛି। ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ୪୮ ଘଣ୍ଟା ପରେ ୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories