www.samajalive.in
Saturday, December 6, 2025
26.1 C
Bhubaneswar

ଅସହ୍ୟ ତାତି ; ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ..

ଭୁବନେଶ୍ୱର : ସାରା ରାଜ୍ୟରେ ଅସହ୍ୟ ତାତି। ପ୍ରବଳ ଗରମ , ଗୁଳୁଗୁଳି ଯୋଗୁଁ ଅସ୍ତବ୍ୟସ୍ତ ରାଜ୍ୟବାସୀ। ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡା ତାପମାତ୍ରା ସବୁଠାରୁ ଅଧିକ ଥିବା ବେଳେ ୪୨ ଡିଗ୍ରୀ ରେକର୍ଡ କରାଯାଇଛି। ସମ୍ବଲପୁର ୩୯.୨, କେନ୍ଦୁଝର ୩୭.୬, ହୀରାକୁଦ ୩୭.୪, ଭୁବନେଶ୍ୱର ତାପମାତ୍ରା ୩୫.୬ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories