www.samajalive.in
Monday, December 8, 2025
27.1 C
Bhubaneswar

୭ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା ; ୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନ ସହ ଟ୍ୱିନ ସିଟିରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରାୟ ୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ୨୪ ଘଣ୍ଟାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବରଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଓଡିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଦୀର୍ଘ ବର୍ଷ ପରେ ଜୁଲାଇ ୬ରେ ଶୁକ୍ର-ଶନିଙ୍କ ଲାଭଦୃଷ୍ଟି ଯୋଗ ; ଏହି ୫ ରାଶି ପାଇଁ ବରଦାନ, ହେବ ଧନର ବର୍ଷା, ବିବାହ, କିଣିବେ ଘର,ଗାଡି..

- Advertisement -

 

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories