୨୫ରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ଭୁବନେଶ୍ବର, କଟକ ସହିତ ଚାନ୍ଦବାଲି, ବାଲେଶ୍ବର, ଖୋର୍ଦ୍ଧା, ନୟାଗଡ଼, ସୁବର୍ଣ୍ଣପୁର, ହୀରାକୁଦ ଏବଂ ପୁରୀ ଜିଲାରେ ବର୍ଷା ହୋଇଛି। ଆସନ୍ତା ୨୫ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିପାରେ। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ … Continue reading ୨୫ରେ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା