www.samajalive.in
Friday, December 12, 2025
16.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ; ବିଭିନ୍ନ ସ୍ଥାନରେ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବ । ଏଥିସହ ସଂଲଗ୍ନ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଛତିଶଗଡ ଆଡକୁ ୪୮ ଘଣ୍ଟା ମଧ୍ୟରେ ଗତି କରିବ। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଆଗାମୀ ୨ ଦିନରେ ଦକ୍ଷିଣ ଓଡିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।

୧୫ ସେପ୍ଟେମ୍ବରରେ ବୁଧ ମହାଚଳନ ପରେ ରାଜଯୋଗ ; ଏହି ରାଶି ହଠାତ୍‌ ହେବେ ଧନୀ..

ଜିଏସଟି ପ୍ରଭାବ ; ୧୮ ହଜାର ପର୍ଯ୍ୟନ୍ତ ଶସ୍ତା ହେଲା ଏହି ୨ ଚକିଆ ସ୍କୁଟର-ବାଇକ୍‌

- Advertisement -

 

୯ ପିଲାଙ୍କ ୫୨ ବର୍ଷୀୟ ମାଆ ୩୨ ବର୍ଷୀୟ ପ୍ରେମିକ ସହ ଫେରାର୍‌, ଧରାପଡିବା ପରେ କହିଲେ..

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories