www.samajalive.in
Saturday, December 6, 2025
17.1 C
Bhubaneswar

କମିଛି ଶୀତ ; ୧୦ ଡିଗ୍ରୀ ତଳେ ୩ ସହର

ଭୁବନେଶ୍ୱର : କିଛି ଦିନର ହାଡ ଭଙ୍ଗା ଜାଡ ପରେ ରାଜ୍ୟରେ କମିଛି ଶୀତ। ୧୦ ଡିଗ୍ରୀ ତଳେ ୩ ସହରର ରାତି ତାପମାତ୍ରା ରେକର୍ଡ କରାଯାଇଛି। ୭ ଡିଗ୍ରୀ ସହ କୋରାପୁଟ ସବୁଠାରୁ ଥଣ୍ଡା ସହର ରେକର୍ଡ କରାଯାଇଛି। ଦାରିଙ୍ଗବାଡି ୮.୫, ସିମିଳିଗୁଡା ୯, ଫୁଲବାଣୀ ୧୦ ଡିଗ୍ରୀ ରେକର୍ଡ କରାଯାଇଛି। କଟକ ୧୬.୫ ଓ ଭୁବନେଶ୍ୱର ୧୬.୯ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories