www.samajalive.in
Saturday, December 6, 2025
26.1 C
Bhubaneswar

ପୁଣି କଲବଲ କରିବ ତାତି ; ଏହି ତାରିଖରୁ ପୁଣି ବଢିବ..

ଭୁବନେଶ୍ୱର : ବର୍ଷା ପାଇଁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। ତାପମାତ୍ରା ହ୍ରାସ ପାଇଛି। ମାତ୍ର ଆସନ୍ତା ୧୩ ତାରିଖ ପରଠାରୁୁ ରାଜ୍ୟରେ ପୁଣି ବଢିବ ତାତି। ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରଭାବ ବୃଦ୍ଧି ସହ ଦିନ ତାପମାତ୍ରା ବୃଦ୍ଧି ପାଇବ।

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି: ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

- Advertisement -

ଦିନ ତାପମାତ୍ରା ଦୃଷ୍ଟାନ୍ତମୂଳକ ବୃଦ୍ଧି ପାଇବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ତାତି ୪୦ ଡିଗ୍ରୀ ଛୁଇଁବା ନେଇ ସମ୍ଭାବନା ରହିଛି।

ଲୁଟେରାଙ୍କ ଟାର୍ଗେଟରେ ରାଜଧାନୀ ଆପାର୍ଟମେଣ୍ଟ: ପୁଣି ଲୁଟିଲେ..

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories