www.samajalive.in
Saturday, December 6, 2025
26.1 C
Bhubaneswar

ଅସହ୍ୟ ତାତି ; ସାଢେ ୮ଟା ସୁଦ୍ଧା ୩୫ ଡିଗ୍ରୀ ପାର୍

ଭୁବନେଶ୍ୱର : ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ। ଅସହ୍ୟ ତାତି, ପ୍ରଚଣ୍ଡ ଖରାରେ ଜନଜୀବନ ଅସ୍ତବ୍ୟସ୍ତ। ଶୁକ୍ରବାର ସକାଳ ସାଢେ ୮ଟା ସୁଦ୍ଧା ୩୫ ଡିଗ୍ରୀ ତାପମାତ୍ରା ଅତିକ୍ରମ କଲାଣି। ତାଳଚେର ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭବାନୀପାଟଣା ୩୪.୫, ଟିଟିଲାଗଡ ୩୩.୪, ଝାରସୁଗୁଡା ୩୩, ବାରିପଦା ୩୩, ବାଲେଶ୍ୱର ୩୨.୨, ଭୁବନେଶ୍ୱର ୩୧.୮ ଡିଗ୍ରୀ ରେକର୍ଡ କରାଯାଇଛି।

କାମଦା ଏକାଦଶୀ: ପ୍ରଭୁଙ୍କୁ କେଉଁ ଭୋଗ ଅର୍ପଣ କଲେ ଦୂର ହେବ ଟଙ୍କା ଅଭାବ, ଜୀବନରେ ହେବ ଖୁସିର ଆଗମନ..

- Advertisement -

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories