www.samajalive.in
Saturday, December 6, 2025
15.1 C
Bhubaneswar

ଜଳୁଛି ରାଜଧାନୀ; ସାଢେ ୨ଟା ସୁଦ୍ଧା ଭୁବନେଶ୍ୱର ସବୁ ଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର : ତାତିରୁ ମିଳୁନି ତ୍ରାହି। ପ୍ରଚଣ୍ଡ ଖରାରେ ରାଜ୍ୟବାସୀ ଛଟପଟ୍ ହେଉଛନ୍ତି। ମଙ୍ଗଳବାର ସାଢେ ୨ଟା ସୁଦ୍ଧା ଭୁବନେଶ୍ୱର ସବୁ ଠାରୁ ଉତ୍ତପ୍ତ ସହର। ୪୧.୮ ଡିଗ୍ରୀ ତାପମାତ୍ରା ସହ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ଭାବେ ରେକର୍ଡ କରାଯାଇଛି। ଚାନ୍ଦବାଲି ୪୦.୪, ବାଲେଶ୍ୱର ୪୦.୩, ଝାରସୁଗୁଡା ୩୯.୫, ପାରାଦୀପ ୩୮.୮, ରାଉରକେଲା ୩୭.୯, କେନ୍ଦୁଝର ୩୭.୮ ଡିଗ୍ରୀ ରେକର୍ଡ କରାଯାଇଛି।

ବିବାହରେ ବିଳମ୍ବ ହେଉଛି କି? ଏହି ଉପାୟରେ ମାତ୍ର ଏକ ମାସରେ ହେବ ବିବାହ ଯୋଗ,ଧନର ଆଗମନ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories