ଜଳୁଛି ରାଜଧାନୀ; ସାଢେ ୨ଟା ସୁଦ୍ଧା ଭୁବନେଶ୍ୱର ସବୁ ଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର : ତାତିରୁ ମିଳୁନି ତ୍ରାହି। ପ୍ରଚଣ୍ଡ ଖରାରେ ରାଜ୍ୟବାସୀ ଛଟପଟ୍ ହେଉଛନ୍ତି। ମଙ୍ଗଳବାର ସାଢେ ୨ଟା ସୁଦ୍ଧା ଭୁବନେଶ୍ୱର ସବୁ ଠାରୁ ଉତ୍ତପ୍ତ ସହର। ୪୧.୮ ଡିଗ୍ରୀ ତାପମାତ୍ରା ସହ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ଭାବେ ରେକର୍ଡ କରାଯାଇଛି। ଚାନ୍ଦବାଲି ୪୦.୪, ବାଲେଶ୍ୱର ୪୦.୩, ଝାରସୁଗୁଡା ୩୯.୫, ପାରାଦୀପ ୩୮.୮, ରାଉରକେଲା ୩୭.୯, କେନ୍ଦୁଝର ୩୭.୮ ଡିଗ୍ରୀ ରେକର୍ଡ କରାଯାଇଛି। ବିବାହରେ ବିଳମ୍ବ ହେଉଛି କି? ଏହି ଉପାୟରେ ମାତ୍ର ଏକ ମାସରେ ହେବ … Continue reading ଜଳୁଛି ରାଜଧାନୀ; ସାଢେ ୨ଟା ସୁଦ୍ଧା ଭୁବନେଶ୍ୱର ସବୁ ଠାରୁ ଉତ୍ତପ୍ତ ସହର