www.samajalive.in
Saturday, December 6, 2025
15.1 C
Bhubaneswar

ବଢୁଛି ତାତି; ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର : ବଢୁଛି ତାତି। ଉପରମୁହାଁ ହେଉଛି ପାରଦ। ବୁଧବାର ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ଛୁଇଁଲା। ୪୧.୨ ଡିଗ୍ରୀ ତାପମାତ୍ରା ସହ ବାଲେଶ୍ୱର ସବୁଠାରୁ ଉତ୍ତପ୍ତ ସହର ଭାବେ ରେକର୍ଡ କରାଯାଇଛି। ଚାନ୍ଦବାଲି ୪୦, ଝାରସୁଗୁଡା ୩୯.୨, କେନ୍ଦୁଝର ୩୭.୬ ଡିଗ୍ରୀ ରେକର୍ଡ କରାଯାଇଛି।

ବିବାହରେ ବିଳମ୍ବ ହେଉଛି କି? ଏହି ଉପାୟରେ ମାତ୍ର ଏକ ମାସରେ ହେବ ବିବାହ ଯୋଗ,ଧନର ଆଗମନ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories