୩୦ ତାରିଖ ପର୍ଯ୍ୟନ୍ତ ଆକାଶରୁ ନିଆଁ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..
ଭୁବନେଶ୍ୱର : ଶୁକ୍ରବାର ଠାରୁ ରାଜ୍ୟରେ ହେବ ପ୍ରବଳ ଗ୍ରୀଷ୍ମପ୍ରବାହ। ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୯ ଜିଲା ବାଲେଶ୍ୱର, ମୟୁରଭଞ୍ଜ, ଢେଙ୍କାନାଳ, ଝାରସୁଗୁଡା, ଗଞ୍ଜାମ, ଗଜପତି, ବଲାଙ୍ଗୀର, ନୂଆପଡା, କଳାହାଣ୍ଡିକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। କ’ଣ କହେ ହସ୍ତରେଖା? ଜାଣନ୍ତୁ, ଆପଣଙ୍କ ହେବ ପ୍ରେମ ନା ପ୍ରସ୍ତାବିତ ବିବାହ, କେମିତି କଟିବ ବୈବାହିକ ଜୀବନ.. ସେହିପରି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୧୮ ଜିଲାକୁ ଅରେଞ୍ଜ … Continue reading ୩୦ ତାରିଖ ପର୍ଯ୍ୟନ୍ତ ଆକାଶରୁ ନିଆଁ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..
Copy and paste this URL into your WordPress site to embed
Copy and paste this code into your site to embed