www.samajalive.in
Friday, December 5, 2025
26.1 C
Bhubaneswar

ଜଳୁଛି ରାଜଧାନୀ ; ରେକର୍ଡ ଭାଙ୍ଗୁଛି ତାପମାତ୍ରା, ୪୪ ଡିଗ୍ରୀ ଟପିଲା..

ଭୁବନେଶ୍ୱର : ଅସହ୍ୟ ତାତି ପ୍ରବଳ ଗ୍ରୀଷ୍ମପ୍ରବାହରେ ଛଟପଟ୍ ରାଜ୍ୟବାସୀ। ଶନିବାର ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୪ ଡିଗ୍ରୀ ଟପିଛି। ଭୁବନେଶ୍ୱରର ତାପମାତ୍ରା ୪୪.୬ ଡିଗ୍ରୀ ରେକର୍ଡ କରାଯାଇଛି। ଚଳିତ ସିଜିନର ପ୍ରଥମ ଥର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଛି।

ବୃହସ୍ପତି ଚଳନ : ୧୨ ବର୍ଷ ପରେ ବୃଷ ରାଶିରେ ଦେବଗୁରୁ, ୧୨ ରାଶିରେ ପ୍ରଭାବ.. କେତେ ଶୁଭ..

- Advertisement -

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories