www.samajalive.in
Saturday, December 6, 2025
15.1 C
Bhubaneswar

ଉପରମୁହାଁ ପାରଦ ; କେନ୍ଦୁଝରରେ ସର୍ବାଧିକ ତାପମାତ୍ରା ରେକର୍ଡ..

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ତାତି, ଗ୍ରୀଷ୍ମ ପ୍ରବାହରେ ଜନଜୀବନ ଅସ୍ତବ୍ୟସ୍ତ। ସୋମବାର ସାଢେ ୨ଟା ସୁଦ୍ଧା କେନ୍ଦୁଝର ତାପମାତ୍ରା ସର୍ବାଧିକ ୪୩ ଡିଗ୍ରୀ ରେକର୍ଡ କରାଯାଇଛି। ଝାରସୁଗୁଡା ୪୨.୮, ସମ୍ବଲପୁର ୪୨.୬, ହୀରାକୁଦ ୪୧.୮, ରାଉରକେଲା ୪୧.୮, ବାଲେଶ୍ୱର ୪୧.୪, ଭୁବନେଶ୍ୱର ୪୧.୩ ଡିଗ୍ରୀ ରେକର୍ଡ କରାଯାଇଛି।

ଅକ୍ଷୟ ତୃତୀୟାରେ ବିଶେଷ ସଂଯୋଗ; ଖାଲି ସୁନା-ଚାନ୍ଦି ନୁହେଁ, ଏସବୁ କିଣିଲେ ବର୍ଷିବ ମା’ଲକ୍ଷ୍ମୀଙ୍କ କୃପା, ହେବ ଧନ ବର୍ଷା..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories