www.samajalive.in
Sunday, December 7, 2025
26.1 C
Bhubaneswar

୨ ସହରର ତାପମାତ୍ରା ୪୨ ଡିଗ୍ରୀ ଟପିଲା;୧୭ ଦିନ ପରେ ୪୦ ତଳେ ରାଜଧାନୀ..

ଭୁବନେଶ୍ୱର : ରାଜ୍ୟରେ ଗୁରୁବାର ସାଢେ ୨ଟା ସୁଦ୍ଧା ୪୨ ଡିଗ୍ରୀ ଟପିଲା ୨ ସହରର ତାପମାତ୍ରା। ୪୨.୬ ଡିଗ୍ରୀ ସହ ଝାରସୁଗୁଡା ସର୍ବାଧିକ ଉତ୍ତପ୍ତ ସହର। ସମ୍ବଲପୁର ୪୨.୩, କେନ୍ଦୁଝର ୪୨, ହୀରାକୁଦ ୪୧.୮, ରାଉରକେଲା ୪୧.୮, ବାଲେଶ୍ୱର ଓ ଚାନ୍ଦବାଲି ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି। ଦୀର୍ଘ ୧୭ ଦିନ ପରେ ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଲା। ୧୫ ଏପ୍ରିଲରୁ ୧ ମେ’ ପରେ ୪୦ଡିଗ୍ରୀ ତଳକୁ ଖସିଛି। ଗୁରୁବାର ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ କରାଯାଇଛି।

ତାତିରୁ ତ୍ରାହି ଦେବ କାଳବୈଶାଖୀ ; ଏହି ତାରିଖରୁ ଭିଜିବ,କମିବ ତାତି..

- Advertisement -

ମଙ୍ଗଳ-ରାହୁ ଏକାଠି ; କିଛି ଦିନରେ ଏହି ରାଶିଙ୍କ ଉପରେ ହେବ ଧନବର୍ଷା, ସୁନାଭଳି ଚମକିବ ଭାଗ୍ୟ..

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories