www.samajalive.in
Monday, December 8, 2025
14.1 C
Bhubaneswar

୩ ଘଣ୍ଟାରେ ଏହି ଜିଲାରେ ବର୍ଷିବ!

ଭୁବନେଶ୍ୱର : ୩ ଘଣ୍ଟାରେ ୪ ଜିଲାରେ ବର୍ଷିବ। ବିଜୁଳି ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟାରେ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୪୦- ୫୦ କିମି ବେଗରେ ପବନ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅକ୍ଷୟ ତୃତୀୟାରେ ଆଣନ୍ତୁ ମା’ଲକ୍ଷ୍ମୀଙ୍କ ପ୍ରିୟ ଜିନିଷ ; ହେବ ଧନବର୍ଷା..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories