www.samajalive.in
Saturday, December 6, 2025
15.1 C
Bhubaneswar

ଆଗାମୀ ୫ ଦିନ ବର୍ଷା! ରାତିରେ ଭିଜିବ ଟ୍ୱିନ୍ ସିଟି, ଏହି ସ୍ଥାନରେ ପ୍ରବଳ ବର୍ଷା..

ଭୁବନେଶ୍ୱର : ଆଗାମୀ ୫ ଦିନ ଯାଏଁ ପାଗରେ ପରିବର୍ତ୍ତନ ହେବ ନାହିଁ। ୫ ଦିନ ଯାଏଁ କାଁଭାଁ ସ୍ଥାନରେ ବିକ୍ଷିପ୍ତ ବର୍ଷା ନେଇ ପାଣିପାଗ ବିଭାଗ ଶୁକ୍ରବାର ପୂର୍ବାନୁମାନ କରିଛି। ୫ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଅକ୍ଷୟ ତୃତୀୟାରେ ଭୁଲରେ ବି ଏସବୁ କିଣନ୍ତୁ ନାହିଁ ; ନଚେତ୍ ହେବ ଏହି ସମସ୍ୟା..

- Advertisement -


କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦ୍ରାପଡା, ଭଦ୍ରକରେ ବର୍ଷା ପାଇଁ ଆଲର୍ଟ ଜାରି କରାଯାଇଛି। ଏହାସହ ଉତ୍ତର-ଦକ୍ଷିଣ ଉପକୂଳ ଅଞ୍ଚଳରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଟ୍ୱିନ୍ ସିଟିରେ ଶୁକ୍ରବାର ରାତିରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମେ’ ୧୨ରୁ ଏହି ରାଶିଙ୍କର ଆଉ ଚିନ୍ତା ନାହିଁ, ହେବେ ମାଲାମାଲ, ବନ୍ଦ ଭାଗ୍ୟର ଖୋଲିବ ତାଲା..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories