www.samajalive.in
Saturday, December 6, 2025
16.1 C
Bhubaneswar

ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ପୁଣି ବଢିବ ତାତି। ଦିନ ତାପମାତ୍ରା ୩ ରୁ ୫ ଡିଗ୍ରୀ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହ ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖ ଉପକୂଳ ଓଡିଶାରେ ବର୍ଷା ଆକଳନ କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳରେ ବର୍ଷା ଆକଳନ କରାଯାଇଛି। ୧୮ ଓ ୧୯ରେ କିଛି ସ୍ଥାନରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ।୧୮ରେ ବଲାଙ୍ଗୀର, ବରଗଡ, ଝାରସୁଗୁଡା, ନୂଆପଡାରେ ଗ୍ରୀଷ୍ମପ୍ରବାହ ହେବ। ଟ୍ୱିନ୍ ସିଟିରେ ତାପମାତ୍ରା ୩୭ ରୁ ୩୮ ଡିଗ୍ରୀ ଛୁଇଁବ।

୧୯ ମେ’ରେ ବିଶେଷ ଯୋଗ: ଏହି ରାଶିଙ୍କୁ ମିଳିବ ସଫଳତା,ଚାକିରି, ଧନ.. ବଦଳିଯିବ ଭାଗ୍ୟ.. ଅନ୍ୟ ରାଶିରେ ପଡିବ କି ପ୍ରଭାବ..


ଏହାମଧ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନରେ ଗ୍ରୀଷ୍ମ ପ୍ରବାହର ପ୍ରଭାବ ରହିବ। ନିର୍ବାଚନ ହେବାକୁ ଥିବା କିଛି ଜିଲାରେ ରହିବ ଗ୍ରୀଷ୍ମପ୍ରବାହ। ବଲାଙ୍ଗୀର, ବରଗଡ ଜିଲାରେ ଗ୍ରୀଷ୍ମପ୍ରବାହ ଆକଳନ କରାଯାଇଛି। ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିପାରେ।

- Advertisement -

 

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories