ଭୁବନେଶ୍ୱର : ରାଜ୍ୟରେ ପୁଣି କଲବଲ କରୁଛି ଅସହ୍ୟ ତାତି ସହ ପ୍ରବଳ ଗୁଳୁଗୁଳି। ବୁଧବାର ସାଢେ ୨ଟା ସୁଦ୍ଧା ୪୫ ଡିଗ୍ରୀ ଟପିଲା ତାପମାତ୍ରା। ଝାରସୁଗୁଡା ୪୫.୬, ସମ୍ବଲପୁର ୪୫.୨, ହୀରାକୁଦ ୪୪.୮, ରାଉରକେଲା ୪୩.୬, କେନ୍ଦୁଝର ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଭ୍ୟନ୍ତରୀଣରେ ଅସମ୍ଭାଳ ତାତି ସହ ଉପକୂଳରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଭୁବନେଶ୍ୱରର ତାପମାତ୍ରା ୩୯.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଆର୍ଦ୍ରତା ୬୦ ପ୍ରତିଶତ ରହିଛି।
ଜୁନ୍ ୨୦୨୪; ୫ ଗ୍ରହଙ୍କ ରାଶି ପରିବର୍ତ୍ତନ, ୫ରାଶିଙ୍କ ପୂରା ବଦଳି ଯିବ ଭାଗ୍ୟ, ସବୁ ଇଚ୍ଛା ହେବ ପୂରଣ..



