www.samajalive.in
Saturday, December 6, 2025
16.1 C
Bhubaneswar

ଅସହ୍ୟ ତାତି ; ୪୬ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ତାତି,ଗୁଳୁଗୁଳିରେ ଛଟପଟ୍ ରାଜ୍ୟବାସୀ। ଗୁରୁବାର ଦିନ ସାଢେ ୨ଟାରେ ୪୬ ଡିଗ୍ରୀ ଟପିଲା ତାପମାତ୍ରା। ୪୬.୬ ଡିଗ୍ରୀ ସହ ଝାରସୁଗୁଡା ସବୁଠାରୁ ଉତ୍ତର ସହର ଭାବେ ରେକର୍ଡ କରାଯାଇଛି। ସମ୍ବଲପୁର ୪୫.୬, ହୀରାକୁଦ ୪୪.୫, ରାଉରକେଲା ୪୩.୮, କେନ୍ଦୁଝର ୪୧.୪, ବାଲେଶ୍ୱର ୩୬.୬, ଭୁବନେଶ୍ୱର ୩୬.୪ ଡିଗ୍ରୀ ରେକର୍ଡ କରାଯାଇଛି।

୬ ଜୁନ ଶନି ଜୟନ୍ତୀ : ମେଷ ଠାରୁ ମୀନ ବାସ୍ ଏହି ଜିନିଷ ଦାନ କରନ୍ତୁ, କେମିତି ଚମକିବ ଭାଗ୍ୟ, ହେବ ଚମତ୍କାର..

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories