୩ ଦିନ କଲବଲ କରିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର : ଆହୁରି କଲବଲ କରିବ ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହ ନେଇ ଶୁକ୍ରବାର ସତର୍କ କରିଛନ୍ତି ଏସଆରସି ସତ୍ୟବ୍ରତ ସାହୁ। ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ୩ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ୩ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓ କେନ୍ଦ୍ରାଞ୍ଚଳରେ ଗ୍ରୀଷ୍ମପ୍ରବାହ ରହିବ। ଗ୍ରୀଷ୍ମ ପ୍ରବାହ ପାଇଁ ପିକ୍ ସମୟରେ ବାହାରକୁ ନ ବାହାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖରାରେ କାମ କରାଇବାକୁ ବାରଣ କରାଯାଇଛି। … Continue reading ୩ ଦିନ କଲବଲ କରିବ ଗ୍ରୀଷ୍ମ ପ୍ରବାହ