www.samajalive.in
Saturday, December 6, 2025
15.1 C
Bhubaneswar

ବର୍ଷା ଉଭାନ୍ ; ପ୍ରଚଣ୍ଡ ତାତି ପାଇଁ ୮ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁ ଥିଲେ ମଧ୍ୟ ଏଯାଏଁ ହୋଇନି ବର୍ଷା। ଏହା ମଧ୍ୟରେ ପ୍ରଚଣ୍ଡ ତାତି ନେଇ ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି। ତାତିର ମୁକାବିଲା ନେଇ ପଦକ୍ଷେପ ନେବାକୁ ଏସଆରସିଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ ନୂଆପଡା ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

୨୦ ଟଙ୍କିଆ ବି.. ବରଣମାଳା ପୂର୍ବରୁ ବାହାଘର ଭାଙ୍ଗିଲେ କନ୍ୟା ; ଫେରିଲା ବର, ହୋସ୍ ଉଡାଇବ କାରଣ..

- Advertisement -

ଏହାସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗକୁ ଅଗ୍ରସର ପାଇଁ ଅନୁକୂଳ ନାହିଁ ସ୍ଥିତି। ଏନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି। ଆଗାମୀ ୩ରୁ ୪ଦିନ ପର୍ଯ୍ୟନ୍ତ ମୌସୁମୀ ଅଗ୍ରସର ହୋଇ ନପାରେ। ଏବେ ଉତ୍ତର ପଶ୍ଚିମ ଦିଗରୁ ପବନ ବହୁଛି, ଗ୍ରୀଷ୍ମ ପ୍ରବାହ ଗୁଳୁଗୁଳି ଅନୁଭୂତ ହେଉଛି। ୫ ଦିନ ଉତ୍ତର ସହ ଉପକୂଳ ଓଡିଶାରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ।

ଆଉ କିଛି ଦିନ ପରେ ତ୍ରିଗ୍ରହୀ ଯୋଗ ; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ଏମିତି ଚମକିବ ଭାଗ୍ୟ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories