ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ; ୨୬ରୁ ବର୍ଷିବ..

ଭୁବନେଶ୍ୱର : ମିଳିବ ଆଶ୍ୱସ୍ତି। ୨୬ରୁ ବଢିବ ବର୍ଷା। ଜୁନ୍ ୨୬ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏନେଇ ସୋମବାର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବା ସହ ୨୬ରୁ ୨୮ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳ ବର୍ଷିବ। ଉପକୂଳ, ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡ ସହ ବର୍ଷା ହେବାର ସମ୍ଭାବନା ରହିଛି। ବାଃ ବାଃରେ ହରିଣ ସାହସ ; … Continue reading ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ; ୨୬ରୁ ବର୍ଷିବ..