୫ ଦିନ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..

ଭୁବନେଶ୍ୱର : ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ବୁଧବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୬ ଏବଂ ୭ ତାରିଖ ବେଳକୁ କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି। ଉତ୍ତର ବାଂଲାଦେଶ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ସମ୍ଭାବନା ରହିଛି। … Continue reading ୫ ଦିନ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..