www.samajalive.in
Saturday, December 6, 2025
16.1 C
Bhubaneswar

୧୨ ଘଣ୍ଟାରେ ଅବପାତ

ଭୁବନେଶ୍ବର : ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବ । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚିଳକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୧୦ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୩ ଜିଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳରେ ଘଣ୍ଟାପ୍ରତି ୫୦ କିମି ବେଗରେ ପବନ ବହିପାରେ । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିର୍ବାଚିତ ଭାଷଣ ସମ୍ବଳିତ ପୁସ୍ତକ ”ୱିଙ୍ଗ୍ସ ଟୁ ଆୱାର ହୋପ୍ସ୍’ ଉନ୍ମୋଚିତ

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories