www.samajalive.in
Friday, December 5, 2025
26.1 C
Bhubaneswar

ଲଘୁଚାପ ନେଇ ୧୩ ଜିଲାକୁ ସଜାଗ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଲଘୁଚାପ ନେଇ ୧୩ ଜିଲାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ ଚିଠି ଲେଖିଛନ୍ତି । ଲଘୁଚାପ ବର୍ଷାରେ ଉତ୍ତର ଓଡିଶାରେ ଉପୁଜିପାରେ ବନ୍ୟା ସ୍ଥିତି । ଉତ୍ତର ଓଡିଶା ସହ ୧୩ ଜିଲାକୁ ସଜାଗ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୧୩ ଜିଲା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତର୍କ କରିଛନ୍ତି।

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ; ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ

- Advertisement -

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories