www.samajalive.in
Friday, December 5, 2025
26.1 C
Bhubaneswar

ପ୍ରବଳ ବର୍ଷା ପାଇଁ ୪ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ପ୍ରବଳ ବର୍ଷା ନେଇ ୪ ଜିଲା ପାଇଁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବଲାଙ୍ଗୀର, ମୟୁରଭଞ୍ଜ, ସମ୍ବଲପୁର, ପୁରୀ ଜିଲା ପାଇଁ ଏସଆରସି ସତର୍କ ସୂଚନା ଜାରି କରିଛନ୍ତି। ସମ୍ପୃକ୍ତ ଜିଲାର ଜିଲ୍ଲାପାଳ, ଏଡିଏମ, ଡିଇଓଙ୍କୁ ଚିଠି କରାଯାଇଛି । ଆବଶ୍ୟକ ପଡିଲେ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥିତି ଉପରେ ନଜର ରଖି ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଭିଡିଓରେ ଦେଖନ୍ତୁ ପ୍ରକୃତିର ତାଣ୍ଡବ, ଭାସି ଯାଉଛି କୋଠା, ଶିମଲାରେ ୪୦ ନିଖୋଜ..

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories