www.samajalive.in
Saturday, December 6, 2025
14.1 C
Bhubaneswar

୨୪ ଘଣ୍ଟାରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଗୋଟିଏ ପରେ ଗୋଟିଏ ଧାଡିବାନ୍ଧି ଆସିବାରେ ଲାଗିଛି ଲଘୁଚାପ । ୨୪ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।

ଫ୍ଲିପକାର୍ଟରେ ସେଲ୍‌ ଆରମ୍ଭ ; ୮୦ ପ୍ରତିଶତ ରିହାତିରେ ମିଳୁଛି ସ୍ମାର୍ଟ ଫୋନ୍‌ ସହ ଏସବୁ..


ଟ୍ରପଲାଇନର ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଗତ ୨୪ଘଣ୍ଟାରେ ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବୌଦ୍ଧରେ ସବୁଠୁ ଅଧିକ ୧୪୫ମି.ମି ବର୍ଷା ରେକର୍ଡ କରାଯାଇଥିବାବେଳେ ଉଲୁଣ୍ଡା ୧୩୭ ମି.ମି ଏବଂ ବୀରମହାରାଜପୁରରେ ୧୧୧ ମି.ମି ବର୍ଷା ହୋଇଛି।

୧୬ ଅଗଷ୍ଟରୁ ରାହୁ ଚମକାଇବେ ଏହି ରାଶିଙ୍କ ଭାଗ୍ୟ: ସମସ୍ୟା ଦୂର ହୋଇ ମିଳିବ ଧନ..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories