୩ ଦିନ ପ୍ରବଳ ବର୍ଷିବ; ୨୯ରେ ଆସୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସିରିଜ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଶନିବାର ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବା ପରେ ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ଶନିବାର ପାଇଁ ୬ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି … Continue reading ୩ ଦିନ ପ୍ରବଳ ବର୍ଷିବ; ୨୯ରେ ଆସୁଛି ପୁଣି ଏକ ଲଘୁଚାପ