ଭୁବନେଶ୍ୱର : ମଙ୍ଗଳବାର ଅର୍ଥାତ୍ ଅକ୍ଟୋବର ୨୯ ସକାଳ ଯାଏଁ ବର୍ଷା ପାଇଁ ୫ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି, ଘଡଘଡି ସହ ବର୍ଷା ପାଇଁ କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, ଗଞ୍ଜାମକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୫୦୦ ବର୍ଷ ପରେ ଦୀପାବଳିରେ ଅଦ୍ଭୁତ ସଂଯୋଗ, ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍ ମିଳିବ ଧନ..
- Advertisement -



