ପୁଣି ଆସୁଛି ‘ବାତ୍ୟା’ ! ; ଜାଣନ୍ତୁ ଓଡିଶାରେ ପ୍ରଭାବ ଅଛି କି ନାହିଁ, ଏହି ଦିନରୁ ଆରମ୍ଭ ହେବ ବର୍ଷା..
ଭୁବନେଶ୍ୱର : ପୁଣି ଆସୁଛି ବାତ୍ୟା । ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ । ପରବର୍ତ୍ତୀ ୨ ଦିନ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ନେବ ଅବପାତର ରୂପ । ପରେ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି । … Continue reading ପୁଣି ଆସୁଛି ‘ବାତ୍ୟା’ ! ; ଜାଣନ୍ତୁ ଓଡିଶାରେ ପ୍ରଭାବ ଅଛି କି ନାହିଁ, ଏହି ଦିନରୁ ଆରମ୍ଭ ହେବ ବର୍ଷା..
Copy and paste this URL into your WordPress site to embed
Copy and paste this code into your site to embed