ଭୁବନେଶ୍ୱର : ବଢୁଛି ତାତି। ଅସହ୍ୟ ହେଉଛି ଗରମ। ପ୍ରବଳ ଖରା ଓ ଗରମରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ମଙ୍ଗଳବାର ଦିନ ସାଢେ ୧୧ଟା ସୁଦ୍ଧା ୪୨ ଡିଗ୍ରୀ ଟପିଲା ତାପମାତ୍ରା । ଝାରସୁଗୁଡା ତାପମାତ୍ରା ୪୨.୬ ଡିଗ୍ରୀ ରେକର୍ଡ କରାଯାଇଛି । ହୀରାକୁଦ ୪୦, ସମ୍ବଲପୁର ୩୯.୬, ରାଉରକେଲା ୩୯, କେନ୍ଦୁଝର ୩୬.୮, ଚାନ୍ଦବାଲି ୩୬.୪, ଭୁବନେଶ୍ୱର ୩୫.୪ ଡିଗ୍ରୀ ରେକର୍ଡ କରାଯାଇଛି।
ଅଜବ ରେସ୍ତୋରାଁ ; ଏଠାରେ ମିଳେ ହାତୀ ଗୋବରରେ ପ୍ରସ୍ତୁତ ମିଠା, ଆଶ୍ଚର୍ଯ୍ୟ କରିବ ଦାମ୍



