www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି । ୧୭ ରୁ ୨୦ ତାରିଖ ଯାଏଁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ବିଭିନ୍ନ ସ୍ଥାନକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ ସୃଷ୍ଟ ଲଘୁଚାପ । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷିବ ।
ସୂଚନା ଯୋଗ୍ୟ, ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା ହେବ । ୧୭ ରୁ ୧୯ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବର୍ଷା ସମୟରେ ବଜ୍ରପାତ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଦୀର୍ଘ ୧୮ ବର୍ଷ ପରେ ଏକାଠି ହେବେ ବୁଧ-କେତୁ : ଜାଣନ୍ତୁ କେଉଁ କେଉଁ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ବଦଳିବ ସବୁକିଛି, ହେବେ ମାଲାମାଲ୍‌..

ଇସ୍ରାଏଲ୍‌ ଓ ଇରାନ ଯୁଦ୍ଧ ; ପେଟ୍ରୋଲ୍‌-ଡିଜେଲ୍‌ ମହଙ୍ଗା ହେଲେ ସର୍ବସାଧାରଣଙ୍କ ପକେଟ୍‌ ଉପରେ ପଡିବ କି କି ପ୍ରଭାବ

- Advertisement -

ଆଧାରକାର୍ଡ ପାଇଁ ବଡ ଖବର : ଏଣିକି ଘରେ ବସି ଆଧାରକାର୍ଡରେ ବଦଳାଇପାରିବେ ମୋବାଇଲ୍‌ ନମ୍ବର, ଆସୁଛି ନୂଆ ଆପ୍‌, ମିଳିବ ଏସବୁ ସୁବିଧା..

ଦେଖନ୍ତୁ ଭିଡିଓ ; କରୁଥିଲେ ରିଲ୍ସ, ଘୋଡା ଠାରୁ ଖୁବ୍‌ ଜୋର୍‌ରେ ଲାତ ଖାଇଲେ ଯୁବତୀ, ତା’ପରେ..

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories