www.samajalive.in
Saturday, December 6, 2025
15.1 C
Bhubaneswar

ଜୁନ୍‌ ୨୪ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଜାରି ରହିବ ବର୍ଷା। ଜୁନ୍‌ ୨୪ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ମିଳିଛି । ଆଜି ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିବ । ଦେବଗଡ, ଅନୁଗୁଳ, ମୟୁରଭଞ୍ଜ, ବରଗଡ ଓ ସୁବର୍ଣ୍ଣପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶୁକ୍ରବାର ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସେହିପରି ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଉତ୍ତର-ପଶ୍ଚିମ ଦିଗରେ ଝାଡଖଣ୍ଡ ଆଡକୁ ଗତି କରିବାର ସମ୍ଭାବନା ଥିବାର ବେଳେ ଏହାର ପ୍ରଭାବରେ ଜୁନ୍‌ ୨୪ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ; ରାଜଧାନୀରେ ଦ୍ୱିତୀୟାର୍ଦ୍ଧରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ, ଜାଣନ୍ତୁ ୩ଟାରୁ ୬ଟା କ’ଣ ରହିବ ଟ୍ରାଫିକ୍‌ କଟକଣା

- Advertisement -

 

ବଡ ଖୁସି ନେଇ ଆସୁଛି ଜୁଲାଇ ; ଗୋଟିଏ ପରେ ଗୋଟିଏ ରାଜଯୋଗ, ଏହି ରାଶି ହେବେ କୋଟିପତି, ଖୋଲିବ ବନ୍ଦ ଭାଗ୍ୟର ତାଲା

ଦେଖନ୍ତୁ ଭିଡିଓ ; ଜାଲରେ ପଡିଲା ‘ଅଜବ ମାଛ’, ଜାପାନ ପରେ ଭାରତରେ ଆଣିବ କି ପ୍ରଳୟ!

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories