୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ; ତାତିରୁ ମିଳିବ ତ୍ରାହି..

ଭୁବନେଶ୍ୱର : ତାତିରୁ ମିଳିବ ତ୍ରାହି। ଆଶ୍ୱସ୍ତି ଆଣିବ କାଳବୈଶାଖୀ। ରାଜ୍ୟରେ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ କମାଇବ ତାପମାତ୍ରା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩ ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି ବୋଲି ଶନିବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଗାମୀ #୨୪ଘଣ୍ଟାରେ ଉପକୂଳ ସମେତ କିଛି ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ #କାଳବୈଶାଖୀ ସମ୍ଭାବନା — Meteorological Centre, … Continue reading ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ; ତାତିରୁ ମିଳିବ ତ୍ରାହି..