www.samajalive.in
Saturday, December 6, 2025
16.1 C
Bhubaneswar

ବଢିବ ତାତି ; ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା!

ଭୁବନେଶ୍ୱର : ରାଜ୍ୟରେ ଅଧିକାଂଶ ସ୍ଥାନରେ କୋହଲା ପାଗ ସାଙ୍ଗକୁ ବର୍ଷା ଯୋଗୁଁ ତାତିରୁ ମୁକ୍ତି ମିଳିଥିଲା। ଆଗାମୀ ୩ ଦିନରେ ରାଜ୍ୟରେ ଦିନ ତାପମାତ୍ରା ବଢିବା ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ ରୁ ୧୦ ଡିଗ୍ରୀ ବଢିବା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାର କିଛି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ମିଳିଛି।

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories