www.samajalive.in
Saturday, December 6, 2025
26.1 C
Bhubaneswar

ତାତିରୁ ମିଳିବ ଆଶ୍ୱସ୍ତି; ଆସୁଛି ଲଘୁଚାପ !

ଭୁବନେଶ୍ୱର: ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା । ଆସନ୍ତା ୫ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ଦାନା ବନ୍ଧୁ ଥିବା କହିଛନ୍ତି ଆଇଏମଡିର ବରିଷ୍ଠ ବୈଜ୍ଞାନିକ ଆର. କେ ଜେନାମଣି । ତାଙ୍କ କହିବା ଅନୁଯାୟୀ ଆସନ୍ତା ୪ ତାରିଖ ରାତି ବା ୫ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବାନେଇ ସମ୍ଭାବନା ରହିଛି ।

ସେପଟେ ଆଜି ବି ଅସହ୍ୟ ତାତିରେ ସିଝୁଛି ଓଡ଼ିଶା । ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ ଡିଗ୍ରୀ ପାଖାପାଖି ତାପମାତ୍ର ରହିଛି । ଝାରସୁଗୁଡ଼ାରେ ସର୍ବାଧିକ ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସାଢ଼େ ୧୧ଟାରେ ତାପମାତ୍ରା ୩୯ ଡିଗ୍ରୀ ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଏଥି ସହିତ କେନ୍ଦୁଝରରେ ୩୯.୬  ଓ ସମ୍ବଲପୁରରେ ୩୯.୨ ଡିଗ୍ରୀ ତାପମାତ୍ରା ରହିଥିବା କୁହାଯାଇଛି ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories