www.samajalive.in
Saturday, December 6, 2025
26.1 C
Bhubaneswar

ବଦଳିଲା ପାଗ: ତାତିରୁ ମିଳିଲା ଆଶ୍ୱସ୍ତି, ୩ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ବଦଳିଛି ପାଗ, ତାତିରୁ ଆଶ୍ୱସ୍ତି ମିଳିଛି । ମଙ୍ଗଳବାର ସକାଳୁ ଅନେକ ସ୍ଥାନରେ ମେଘୁଆ ପାଗ ସମେତ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି । ରାଜ୍ୟରେ ପଶ୍ଚିମାଝଡ ସକ୍ରିୟ ଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ହାଲୁକା ବର୍ଷା ହୋଇଛି । ଆଗାମୀ ୩ଦିନ ଯାଏଁ ବର୍ଷା ସମ୍ଭାବନା ଥିବାରୁ ଦିନର ତାପମାତ୍ରା ଆହୁରି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ଦେବଗଡରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୭ରୁ ୮ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ବିଜୁଳି ଘଡଘଡି ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories