ପୁଣି ଆସୁଛି ବଡ ବର୍ଷା ; ୧୬ ତାରିଖ ଯାଏଁ ଏହି ଜିଲାରେ ବର୍ଷିବ..

ଭୁବନେଶ୍ୱର : ପୁଣି ଆସୁଛି ବଡ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଶୁକ୍ରବାର ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ବର୍ଷା ନେଇ କଳାହାଣ୍ଡି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ୧୪ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । … Continue reading ପୁଣି ଆସୁଛି ବଡ ବର୍ଷା ; ୧୬ ତାରିଖ ଯାଏଁ ଏହି ଜିଲାରେ ବର୍ଷିବ..